ସକ୍ରିୟ ହେଉଛି ଆଉ ଏକ ଲଘୁଚାପ । ରାଜ୍ୟରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ଅଞ୍ଚଳରେ ଲଘୁଚାପ ବର୍ଷା ସମ୍ଭାବନା । ପୂର୍ବ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର- ପୂର୍ବ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ ୩.୧ରୁ ୫.୮ କିମି ମଧ୍ୟରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ହେଉଛି । ଏହାର ପ୍ରଭାବରେ ୪୮ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ- ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚିଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଗୁଆ ସୂଚନା ଜାରି କରାଯାଇଛି ।ସୂଚନା ଅନୁସାରେ, ଉତ୍ତର ପଶ୍ଚିମ- ବଙ୍ଗୋପସାଗରରେ ସକ୍ରିୟ ହେଉଥିବା ଲଗୁଚାପ ୪୮ଘଣ୍ଟା ମଧ୍ୟରେ ତାହାର ପ୍ରଭାବ ପକାଇବ । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷ ଜାରି ରହିବ ବୋଲି ପାଣି ପାଗ ବିଭାଗ ସୂଚନା ଜାରି କରିଛନ୍ତି । ଏହି ସମୟରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post