ବଙ୍ଗୋପସାଗରରେ ବାତ୍ୟା । ଗଭୀର ଅବପାତ ଆଜି ନେଇଛି ବାତ୍ୟା ‘ମିଧିଲି’ର ରୂପ । ବାତ୍ୟା ମିଧିଲି ଏବେ ବଙ୍ଗୋପସାଗରରେ ଉତ୍ତର ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ବାଂଲାଦେଶ ଉପକୂଳ ମୁହା ହେଉଛି ମିଧିଲି। ଏବେ ପାରାଦୀପ ଉପକୂଳରୁ ୧୯୦ କିଲୋମିଟର ପୂର୍ବ ଓ ୨୦୦ କିଲୋମିଟର ଦକ୍ଷିଣ ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ଅଛି ବାତ୍ୟା।ବାତ୍ୟା ମୀଧିଲି ଉତ୍ତର ଉତ୍ତର ପୂର୍ବ ଦିଗରେ ଗତି ଜାରି ରଖିବ । ଆଜି ରାତି କିମ୍ବା ଆସନ୍ତାକାଲି ଭୋର୍ ସମୟର ବାତ୍ୟା ବାଂଲାଦେଶ ଉପକୂଳର ଖେପୁପରା ନିକଟରେ ସ୍ଥଳଭାଗ ଅତିକ୍ରମ କରିବ। ସେତେବେଳେ ପବନର ବେଗ ଘଣ୍ଟାପ୍ରତି ୬୦ରୁ ୭୦ କିଲୋମିଟର ଓ ବଢ଼ି ୮୦ କିଲୋମିଟର ଛୁଇଁପାରେ । ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। କେବଳ ହାଲୁକା ବର୍ଷା ହେବ ।
Trending
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
Next Post