ବାଂଲାଦେଶ ଉପକୂଳ ଅତିକ୍ରମ କରିଛି ବାତ୍ୟା ‘ହାମୁନ୍’ । ଆଜି ଭୋରରେ ବାଂଲାଦେଶ ଉପକୂଳରେ ଚିଟ୍ଟାଗଙ୍ଗର ଦକ୍ଷିଣରେ ସ୍ଥଳଭାଗ ଅତିକ୍ରମ କରିିଛି । ପବନର ବେଗ ଘଣ୍ଟାପ୍ରତି ୮୦ ରୁ ୯୦ କିଲୋମିଟର ଓ ଏହା ବଢ଼ି ୧୦୦ କିଲୋମିଟର ଛୁଇଁଥିଲା ।ସ୍ଥଳଭାଗ ମୁହାଁ ହେବା ସହ ଦୁର୍ବଳ ପଡୁଛି ବାତ୍ୟା । ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହେବ । ପରବର୍ତ୍ତୀ ୬ ଘଣ୍ଟାରେ ଅବପାତରେ ପରିଣତ ହେବ। ଗତକାଲି ଭେରି ସିଭିଅର ସାଇକ୍ଲୋନିକ ଷ୍ଟର୍ମରୁ ସିଭିଅର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟାରେ ପରିଣତ ହୋଇଥିଲା ।
Trending
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
- ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
- ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
- ହୀରାକୁଦର ୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ
Next Post