ଭୀଷଣ ତାତିରେ ଆଜି କଲବଲ ହୋଇଛି ସାରା ରାଜ୍ୟ। ସୂର୍ଯ୍ୟ ଉଦୟ ହେବା ସହିତ ଆରମ୍ଭ ହୋଇଯାଇଥିଲା ତାତିର ପ୍ରକୋପ। ଚାହୁଁଚାହୁଁ ଅପରାହ୍ନ ସୁଦ୍ଧା ଏହା ଚରମ ସୀମାରେ ଯାଇ ପହଞ୍ଚିଥିଲା। ଆଜି ୩୩ ସହରରେ ତାପମାତ୍ରା ୪୦° ଅତିକ୍ରମ କରିଥିବା ବେଳେ ସେଥିମଧ୍ୟରୁ ୧୪ଟି ସହରର ତପାମାତ୍ରା ୪୩ ଡିଗ୍ରି ପାର କରିଛି। ତିନିଟି ସହରର ତାପମାତ୍ରା ୪୪ ଡେଇଁଛି। ଏଭଳି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆସନ୍ତା ଦୁଇରୁ ତିନିଦିନ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି। ଭୁବନେଶ୍ବର ସମେତ ଆଉ କେତେକ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୪୬° ଛୁଇଁବାର ସମ୍ଭାବନା ରହିଛି। ଭୀଷଣ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ଥିବାରୁ ଭୁବନେଶ୍ବର ଓ କଟକ ସମେତ ୧୩ ଜିଲ୍ଲା ପାଇଁ ରେଡ୍ ଓ ୧୫ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Prev Post
Next Post