ଆଗାମୀ ଦୁଇରୁ ତିନି ଦିନ ମଧ୍ୟରେ ମୌସୁମୀ ବାୟୁଅପସରଣ ପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ବର୍ଷା ପାଇଁ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ତେବେ ଆଜି ଓ ଆସନ୍ତାକାଲି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକା ବର୍ଷାର ସମ୍ଭାବନା ରହିଛି ।
Trending
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
Prev Post