ଆଗାମୀ ୪ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ । ମଝିରେ ମଝିରେ କାଳବୈଶାଖୀ ଏହି ଗ୍ରୀଷ୍ମ ପ୍ରବାହରୁ ଲୋକମାନଙ୍କୁ ଆଶ୍ୱସ୍ତି ଦେଉଛି ।ଏଥିରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ । ଉଷ୍ମ ଆର୍ଦ୍ର ଜଳବାୟୁ ସ୍ଥିତି ଲାଗିରହିବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ଜାରି କରାଯାଇଛି ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା