ବଢ଼ିଚାଲିଛି ଶୀତ । କିଏ ନିଆଁ ଲଗାଇ ଶୀତ କମ କରିବାକୁ ଚେଷ୍ଟା କରୁଛି ତ କିଏ ଭୟଙ୍କର ଶୀତକୁ ଡରି ଘରୁ ବାହାରୁ ନାହିଁ । ଶୀତ ବସ୍ତ୍ର ପିନ୍ଧିଲେ ବି ଶୀତ ରୁ ବଞ୍ଚି ପାରୁ ନାହାନ୍ତି ଲୋକେ । ପବନ ଦେହରେ ଟିକେ ବାଜିଲେ ଦେହ ଥରେଇ ଯାଉଛି । ତେବେ ଏହାରି ଭିତରେ ମୟୁରଭଞ୍ଜ ଜିଲ୍ଲାରେ ତଳମୁହାଁ ହେଉଛି ପାରଦ । ହାଡ଼ଭଙ୍ଗା ଶୀତରେ ଥରୁଛି ମୟୁରଭଞ୍ଜ । ଗତକାଲି ମୟୁରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ କୁ ଖସିଥିବା ଶିମିଳିପାଳ ଡେପୁଟି ଡ଼ାଇରେକ୍ଟର ସାଇ କୀରଣ ଡି ଏନ ସୂଚନା ଦେଇଛନ୍ତି । ତେବେ ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ରୁ ଅତି ପ୍ରବଳ ଶୀତ ଅନୁଭୂତ ହେଉଛି ।
Trending
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
- ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
- କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
- ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
- କେଜରିୱାଲଙ୍କୁ ମିଳିଲା ସରକାରୀ କ୍ବାର୍ଟର
- ୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ
- ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା।ଙ୍କ ମୃତ୍ୟୁ
- ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ
- ପୋଲିସ ଏସ୍ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍ଆଇଏ ତଦନ୍ତ ହେବ
- କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ
Next Post