ରାଜ୍ୟର ପାରଦସ୍ତର ଧୀରେଧୀରେ ଖସିବାରେ ଲାଗିଛି। କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରି ରେକର୍ଡ ହୋଇଛି। ଏହାପଛକୁ ଦାରିଙ୍ଗବାଡ଼ିରେ ୧୩ ଡିଗ୍ରି, କୋରାପୁଟରେ ୧୩.୨, ଫୁଲବାଣୀରେ ୧୩.୫, କିରେଇରେ ୧୪.୮, ଭବାନୀପାଟଣାରେ ୧୫.୫, ଅନୁଗୁଳରେ ୧୬ ଓ କେନ୍ଦୁଝରରେ ୧୬.୮ ଡିଗ୍ରି ରାତି ତାପମାତ୍ରା ରେକର୍ଡ ହୋଇଛି। ତେବେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଅନ୍ୟପଟେ ରାଜ୍ୟର ବାୟୁ ପ୍ରବାହରେ ପରିବର୍ତ୍ତନର ସମ୍ଭାବନା ଥିବାରୁ ଏବେ କିଛି ଦିନ ପାଇଁ ଥଣ୍ଡା କମିବ ଓ ତାପମାତ୍ରା ସାମାନ୍ୟ ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି।
Trending
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
Next Post