ସାରା ଓଡ଼ିଶା ଥରୁଛି ଉତ୍ତରରୁ ଉପାନ୍ତ। ସବୁଠି ପାରଦ ତଳ ମୁହାଁ ହୋଇଥିବାରୁ ଥଣ୍ଡାରେ ଥରୁଛି ସାରା ଓଡ଼ିଶା। ରାତିର ସର୍ବନିମ୍ନ ସ୍ବାଭାବିକ ତାପମାତ୍ରା ୨ରୁ ୩ ଡିଗ୍ରୀ ତଳକୁ ଖସି ଆସିଛି। ୧୪ ସହରର ରାତି ତାପମାତ୍ରା ୧୦ ଡିଗ୍ରୀଠୁ କମ ରହିଛି। ଚଳିତବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ୫ ଡିଗ୍ରୀ ରେକର୍ଡ କରାଯାଇଛି। ଫୁଲବାଣୀରେ ୭, କିରେଇରେ ୭.୫, କୋରାପୁଟରେ ୮, ସେମିଳିଗୁଡ଼ାରେ ୮.୪ ଓ ଦାରିଙ୍ଗବାଡ଼ିରେ ୮.୫ ଡିଗ୍ରୀ ରେକର୍ଡ କରାଯାଇଛି। କଟକ ଓ ଭୁବନେଶ୍ବରରେ ପାରଦ ସର୍ବନିମ୍ନସ୍ତର ୧୩ ଡିଗ୍ରୀକୁ ଖସିଆସିଛି।
Trending
- ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ,ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ ଝିଅଙ୍କୁ ବୀଭତ୍ସ ହତ୍ୟା
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
Prev Post