ବଢ଼ୁଛି ଶୀତ। ଦେଶର ମଧ୍ୟଭାଗରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେଉଥିବାରୁ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏଥିପାଇଁ କିଛି ସ୍ଥାନରେ ପାରଦ ଖସିବାରେ ଲାଗିଛି। ଅନେକ ସ୍ଥାନରେ ତାପମାତ୍ରା ୧ରୁ ୨ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ୨ ଦିନ ମଧ୍ୟରେ ପାରଦ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେତେକ ସ୍ଥାନରେ ଘନ କୁହୁଡ଼ି ମଧ୍ୟ ଦେଖାଦେଉଛି। ଶିମିଳିପାଳରେ ତାପମାତ୍ରା ୮ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post