ଲଘୁଚାପ ପ୍ରଭାବରେ ଆଜିଠୁ ନିର୍ଧୁମ ଛେଚିବ। ତିନି ଦିନ ଭିଜିବ ଓଡ଼ିଶା। ବିଶେଷ ଭାବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଗଂଜାମ, ଗଜପତି, ରାୟଗଡ଼ା,ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତାସହ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଭଳି ୧୭ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
Trending
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
Prev Post
Next Post