ଲଘୁଚାପ ପ୍ରଭାବରେ ଆଜିଠୁ ନିର୍ଧୁମ ଛେଚିବ। ତିନି ଦିନ ଭିଜିବ ଓଡ଼ିଶା। ବିଶେଷ ଭାବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଗଂଜାମ, ଗଜପତି, ରାୟଗଡ଼ା,ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତାସହ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଭଳି ୧୭ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
Trending
- ନିଜ ସ୍ତ୍ରୀକୁ ଛାଡ଼ି ଶାଶୁଙ୍କ ସହ କୋର୍ଟରେ ବାହା ହେଲେ ଜ୍ବାଇଁ
- ଚର୍ଚ୍ଚାରେ ଥିବା ଖାନ୍ ସାରଙ୍କ ବିରୋଧରେ ୨ କୋଟି ଟଙ୍କାର ମାନହାନି ମାମଲା ରୁଜୁ କଲେ ନ୍ୟୁଜ୍ ଆଙ୍କର ଅଞ୍ଜନା ଓମ୍ କଶ୍ୟପ
- ହଠାତ୍ ସୃଷ୍ଟିହୋଇଥିବା ବର୍ଷା ଓ ପବନ ଯୋଗୁଁ ,ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ହେଲିକପ୍ଟରର ଜରୁରୀ ଅବତରଣ
- ମୁମ୍ବାଇ ବିମାନବନ୍ଦରରୁ ଯାତ୍ରୀଙ୍କ ବ୍ୟାଗରୁ ୨୯ଟି ବିଦେଶୀ ବନ୍ୟଜନ୍ତୁଙ୍କୁ ଜବତ କରିଛି କଷ୍ଟମ ବିଭାଗ
- ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ,ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ ଝିଅଙ୍କୁ ବୀଭତ୍ସ ହତ୍ୟା
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
Prev Post
Next Post