ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୧ ତାରିଖ ସକାଳେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହା ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନରେ ପରିଣତ ହେବ । ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି । ଏହାର ସମ୍ଭାବ୍ୟ ଗତିପଥ, ତୀବ୍ରତା ଓ ପ୍ରଭାବ ନେଇ ସ୍ପଷ୍ଟ ଆକଳନ ହୋଇ ନାହିଁ। ଏପଟେ ଦଶହରାରେ ଉପକୂଳରେ ହାଲକା ବର୍ଷା ହୋଇପାରେ।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Prev Post