ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଗ ଶୁଖିଲା ରହିବ। ୧୮ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା ଓ ଗଞ୍ଜାମ ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ସେହିଭଳି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାରେ ୧୯ ତାରିଖ ଦିନ ଭଲ ବର୍ଷିବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ