ପୁଣି ଫେରିଲା ତାତି
ରାଜ୍ୟରେ ଆଜିଠୁ ତାତି ବଢି ବୋଲି ରେକର୍ଡ କରାଯାଇଛି । ତେବେ ଏହାରି ମଧ୍ୟରେ ଆଜି ସବୁଠାରୁ ଉତ୍ତପ୍ତ ସହର ହେଉଛି ପାରଳାଖେମୁଣ୍ଡି । ପାରଳାଖେମୁଣ୍ଡିର ତାପମାତ୍ରା ୩୯.୫ ଡିଗ୍ରୀ ରେକର୍ଡ କରାଯାଇଛି ।ସୂଚନାନୁଯାୟୀ, ବାରିପଦାରେ ୩୯ ଡିଗ୍ରୀ ଥିବା ବେଳେ, ଚାନ୍ଦବାଲିରେ ୩୮.୬ ଡଗ୍ରୀ ରହିଛି । ଆଜି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୮.୪ ଡିଗ୍ରୀ ରହିଛି ।