ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ୪ ଦିନ ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି ।ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି।ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ। ମଙ୍ଗଳବାର ପୂର୍ବାହ୍ନ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲା ସମେତ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
Trending
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
Prev Post
Next Post