ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ୪ ଦିନ ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି ।ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି।ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ। ମଙ୍ଗଳବାର ପୂର୍ବାହ୍ନ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲା ସମେତ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
Prev Post
Next Post