ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ କାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
Trending
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
 - ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
 - ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
 - ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
 - ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
 - ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
 - ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
 - ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
 - ଆଜି ପଞ୍ଚୁକର ଦ୍ବିତୀୟ ଦିନ , ପୁରୀ ଶ୍ରୀ ମନ୍ଦିରରେ ଅସମ୍ଭାଳ ଭିଡ଼
 - ପରଲୋକରେ ‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର
 
Prev Post
Next Post