ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ହେବ ସୁଦୃଶ୍ୟ ଲଘୁଚାପର ରୂପ ନେବ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ। ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି।ଲଘୁଚାପ ପ୍ରଭାବରେ ଆଗରୁ ରାଜ୍ୟରେ ଅଧିକ ବର୍ଷା ହେବା ନେଇ ଅନୁମାନ କରାଯାଉଛି। ଏପଟେ ଭୁବନେଶ୍ବରରେ ଆଜି ବର୍ଷା ଲାଗି ରହିଥିବା ବେଳେ ସକାଳୁ କୋହଲା ପାଗ ଲାଗି ରହିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ