ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଉତ୍ତର-ପଶ୍ଚିମ ଭାରତ, କେନ୍ଦ୍ରୀୟ ଭାରତ, ଗୁଜରାଟ ଏବଂ ମହାରାଷ୍ଟ୍ରର କେତେକ ଅଞ୍ଚଳରୁ ଅପସାରିତ ହୋଇଛି । ତେବେ ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି। ଆଗାମୀ ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟରୁ ମୌସୁମୀ ଅପସରିଯିବ।ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଜାମ୍ମୁ-କାଶ୍ମୀର, ଲଦାଖ, ଗିଲ୍ଗିଟ୍, ବାଲ୍ତିସ୍ତାନ, ମୁଜାଫରାବାଦ୍, ହିମାଚଳ ପ୍ରଦେଶ, ଉତ୍ତର ପ୍ରଦେଶର କେତେକ ଅଞ୍ଚଳ, ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ, ଗୁଜରାଟ, ମହାରାଷ୍ଟ୍ର ଏବଂ କୋଙ୍କଣ ଅଞ୍ଚଳରୁ ଅପସାରିତ ହୋଇ ଯାଇଛି। ତେବେ ଉତ୍ତର ପ୍ରଦେଶର ଅବଶିଷ୍ଟ ଅଞ୍ଚଳ, ମଧ୍ୟପ୍ରଦେଶ, ବିହାରର କେତେକ ଅଞ୍ଚଳ, ଝାଡ଼ଖଣ୍ଡ, ଓଡ଼ିଶା, ଛତିଶଗଡ଼, ତେଲଙ୍ଗାନା ଏବଂ ମହାରାଷ୍ଟ୍ରର କେତେକ ଅଞ୍ଚଳରୁ ଆସନ୍ତା ଦୁଇ ତିନିଦିନ ମଧ୍ୟରେ ଅପସାରିତ ହେବ ।
Trending
- ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ
- ପାର୍ଟ ପ୍ଲଟ୍ ଲାଗି ଆଇନରେ ସଂଶୋଧନ ଆଣିଛି ଗୃହ ଓ ନଗର ଉନ୍ନୟନ ବିଭାଗ,ଫଳରେ ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଫିଟିଛି
- ହାତୀବେଶରେ ଭକ୍ତଙ୍କୁ ଦର୍ଶଦ ଦେଇଛନ୍ତି ଶ୍ରୀଜିଉ
- ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ
- ସ୍ନାନ ପୂର୍ଣ୍ଣିମାରେ ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟା
- ଟ୍ରମ୍ପଙ୍କୁ ମାରିବାକୁ ଧମକ ଦେଲା ଅଲକାଏଦା ନେତା ସାଦ୍ ବିନ୍ ଆତିଫ୍
- ସ୍ନାନବେଦୀରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
- ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ସ୍ନାନବେଦୀରେ ଶ୍ରୀଜିଉ
- ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, 3 ମୃତ
- ୧ ବର୍ଷ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା ପ୍ରମୁଖ ପ୍ରତିଶ୍ରୁତିକୁ ପାଳନ କରିଛି – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post