ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଉତ୍ତର-ପଶ୍ଚିମ ଭାରତ, କେନ୍ଦ୍ରୀୟ ଭାରତ, ଗୁଜରାଟ ଏବଂ ମହାରାଷ୍ଟ୍ରର କେତେକ ଅଞ୍ଚଳରୁ ଅପସାରିତ ହୋଇଛି । ତେବେ ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି। ଆଗାମୀ ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟରୁ ମୌସୁମୀ ଅପସରିଯିବ।ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଜାମ୍ମୁ-କାଶ୍ମୀର, ଲଦାଖ, ଗିଲ୍ଗିଟ୍, ବାଲ୍ତିସ୍ତାନ, ମୁଜାଫରାବାଦ୍, ହିମାଚଳ ପ୍ରଦେଶ, ଉତ୍ତର ପ୍ରଦେଶର କେତେକ ଅଞ୍ଚଳ, ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ, ଗୁଜରାଟ, ମହାରାଷ୍ଟ୍ର ଏବଂ କୋଙ୍କଣ ଅଞ୍ଚଳରୁ ଅପସାରିତ ହୋଇ ଯାଇଛି। ତେବେ ଉତ୍ତର ପ୍ରଦେଶର ଅବଶିଷ୍ଟ ଅଞ୍ଚଳ, ମଧ୍ୟପ୍ରଦେଶ, ବିହାରର କେତେକ ଅଞ୍ଚଳ, ଝାଡ଼ଖଣ୍ଡ, ଓଡ଼ିଶା, ଛତିଶଗଡ଼, ତେଲଙ୍ଗାନା ଏବଂ ମହାରାଷ୍ଟ୍ରର କେତେକ ଅଞ୍ଚଳରୁ ଆସନ୍ତା ଦୁଇ ତିନିଦିନ ମଧ୍ୟରେ ଅପସାରିତ ହେବ ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post