ପୁଣି ବଙ୍ଗୋପସାଗରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ । ୨୦ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆକଳନ କରାଯାଇଛି । ଲଘୁଚାପ ସୃଷ୍ଟି ସମ୍ଭାବନାର ଆଶଙ୍କା ବଢିଲା । ଏଥର ଦୁର୍ଗା ପୂଜାକୁ ଲଘୁଚାପ ଭସାଇବ ବୋଲି ଆଶଙ୍କା କରାଯାଉଛି । ୨୦ ତାରିଖରେ ମହାଷଷ୍ଠୀ, ୨୪ ତାରିଖରେ ଦଶହରା ଏବଂ ୨୫ରେ ଭସାଣି ରହିଛି । ତେବେ ଲଘୁଚାପ ଆସୁଥିବା ନେଇ ଆଇଏମ୍ଡି ତରଫରୁ ସୂଚନା ମିଳିଛି । ଅନ୍ୟପଟେ ୨୦ ତାରିଖରେ ୭ଟି ଜିଲ୍ଲାରେ ବର୍ଷିବ ବୋଲି ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରାଯାଇଛି ।ତେବେ ଆସନ୍ତା ୧୮ ତାରିଖରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବା ବୋଲି କୁହାଯାଇଛି । ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
Trending
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post