ଲଘୁଚାପ ପଶ୍ଚିମବଙ୍ଗରେ ସ୍ଥଳଭାଗ ଅତିକ୍ରମ କରି ଝାଡ଼ଖଣ୍ଡ ଦେଇ ଉତ୍ତର ଛତିଶଗଡ଼ ପର୍ଯ୍ୟନ୍ତ ପହଁଚିଥିଲା । ହେଲେ ଉତ୍ତର ପଶ୍ଚିମ ଭାରତରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେତୁ ସେଠାରେ ଶୁଷ୍କ ଉତ୍ତରା ବାୟୁର ପ୍ରଭାବ ରହିଛି । ଏହି ବାୟୁକୁ ଭେଦ କରି ଲଘୁଚାପ ଆଗକୁ ବଢିନପାରି ପୂର୍ବ ଦିଗକୁ ଗତି କରୁଛି । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି ।ସୂଚନା ଅନୁସାରେ, ଏହି ଲଘୁଚାପ ପଶ୍ଚିମବଙ୍ଗ ଅତିକ୍ରମ କରିବାପରେ ରାଜ୍ୟରେ ବର୍ଷା କମିବା ସହ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେବ ବୋଲି ଜଣାପଡିଛି । ତେବେ ଆଜି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ୯ଟି ଜିଲ୍ଲାକୁ ୱାର୍ଣ୍ଣିଂ କରାଯାଇଛି ।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post