ମାଲେସିଆ ନିକଟରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଆଜି ଆଣ୍ଡାମାନ ସାଗରରେ ପ୍ରବେଶ କରିବ । ଏହାପରେ ବଙ୍ଗୋପସାଗରକୁ ଆସିବ ଲଘୁଚାପ । ଅଧିକ ଘନୀଭୂତ ହୋଇ ଆସନ୍ତା ସପ୍ତାହ ମଧ୍ୟଭାଗରେ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ପରେ ଏହା ବାତ୍ୟା ହେବାର ଯଥେଷ୍ଟ ସମ୍ଭାବନା ରହିଛି । ପରବର୍ତ୍ତୀ ସପ୍ତାହରେ ପୂର୍ବ ଭାରତ ଓ ବାଂଲାଦେଶ ଉପକୂଳକୁ ବିପଦ ସୃଷ୍ଟି କରିବା ପୂର୍ବରୁ ଏହା ବାତ୍ୟାରେ ପରିଣତ ହୋଇପାରେ । ବାତ୍ୟା ହେଲେ ନାଁ ରହିବ ମିଚାଉଙ୍ଗ ।ଅନ୍ୟପଟେ ଭାରତୀୟ ପାଣିପାଗ ବିଭାଗ ବଙ୍ଗୋପସାଗରରେ ବାତ୍ୟା ନେଇ କୌଣସି ପୂର୍ବାନୁମାନ କରିନି । ଆଇଏମଡି କହିଛି, ୨୭ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ହେବ ।
Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ