ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି । ସେହିଭଳି ୧୩ଟି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
Trending
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ