ରାଜ୍ୟରେ ଖସିବ ପାରଦ। ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ଘଟିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବର୍ଷା ପରେ ଆକାଶ ମେଘମୁକ୍ତ ହେଉଥିବାରୁ ଶୀତ ବଢ଼ିବ। ରାଜ୍ୟରେ ଗତ କିଛି ଦିନ ହେବ ଥଣ୍ଡା କମ ରହିଥିଲ।ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ହେଉଥିଲା। ଆକାଶ ମେଘୁଆ ରହିବା ସହ ଥଣ୍ଡାର ପରିମାଣ କମିଥିଲା। କିଛି ସ୍ଥାନରେ ସକାଳେ ଏଭଳି ଘନ କୁହୁଡ଼ି ଦେଖିବାକୁ ମିଳୁଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post