ବଙ୍ଗୋପ ସାଗରରେ ବାତ୍ୟା ଭୟ। ଦକ୍ଷିଣ ଆଣ୍ଡାମାନ ସାଗରରରେ ସୃଷ୍ଟ ଲଘୁଚାପ ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର – ପଶ୍ଚିମ ଦିଗରେ ଗତି କରୁଛି । ଭାରତୀୟ ପାଣିପାଗ ବିଭାଗର ଆାକଳନ ଅନୁସାରେ ଆଜି ଏହି ଅବପାତ ତୀବ୍ର ଅବପାତରେ ପରିଣତ ହେବା ସମ୍ଭାବନା ରହିଚି। ସମୁଦ୍ର ଭିତରେ ଆାସନ୍ତା ୧ ତାରିଖ ବେଳକୁ ଏହା ଏକ ସାମୁଦ୍ରିକ ଝଡ଼ର ରୂପ ନେବାର ଅନୁମାନ କରାଯାଉଛି । ବାତ୍ୟାରେ ପରିଣତ ହେବା ପରେ ଏହାର ନାମ ‘ମିଗଜାଉଂ’ ରଖାଯିବ । ମିଆାଁମାରର ପ୍ରସ୍ତାବ ଅନୁସାରେ ଏହି ବାତ୍ୟାର ନାମକରଣ ଏପରି କରାଯାଇଛି।ଆାଇଏମଡିର ଜିଏଫଏସ ମଡ଼େଲ ଅନୁସାରେ ବାତ୍ୟା ‘ମିଗଜାଉଂ’ ଆାହୁରି ଘନୀଭୂତ ହୋଇ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଉତ୍ତର – ପଶ୍ଚିମ ଦିଗେର ଗତି କରିବ । ପରବର୍ତ୍ତୀ ସମୟରେ ଏହି ସିଷ୍ଟମ ଉତ୍ତର ଓ ଉତ୍ତର-ପୂର୍ବ ଦିଗକୁ ମୁହାଁଇବାର ସମ୍ଭାବନା ରହିଛି ।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Next Post