ଆରବ ସାଗର ପଟୁ ମାଡ଼ି ଆସୁଛି ସାମୁଦିକ ଝଡ଼ ‘ଆସନା’। ଏହାର ପ୍ରଭାବରେ ସାରା ରାଜ୍ୟରେ ୫ ତାରିଖ ଯାଏ ଭୀଷଣରୁ ଅତି ଭୀଷଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।ଆଶଙ୍କା କରାଯାଉଛି ଯେ, ଏହି ସାମୁଦ୍ରିକ ଝଡ଼ ସୌରାଷ୍ଟ୍ର ଏବଂ କଚ୍ଚ ଦେଇ ଅତିକ୍ରମ କରିବ। ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ସ୍ଥଳଭାଗ ମୁହାଁ ଗତି କରିବ ସାମୁଦ୍ରିକ ଝଡ଼ ‘ଆସନା’।ଏଥିପାଇଁ ଅଧିକ ପ୍ରଭାବିତ ହେବାକୁ ଥିବା ଦକ୍ଷିଣ ଗୁଜରାଟ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଆଲର୍ଟ ଜାରି କରାଯାଇଛି। ଭଡ଼ଦୋରା, ଭରୁଚ, ଆନନ୍ଦ, ନର୍ମଦା, ପଞ୍ଚମହଲ, ଦାହୋଦ, ଛୋଟା ଉଦୟପୁରରେ ଆଗାମୀ କିଛି ଦିନ ଯାଏ ବର୍ଷା ଜାରି ରହିବ।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Next Post