ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି ।୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ