ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି ।୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ