ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଘୁଚାପଜନିତ ବର୍ଷା।ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ହେଉଛି । ଆହୁରି ୪ ଦିନ ବର୍ଷିବ । ଏଥିପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ମୂଷଳଧାରାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ ଓ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ବିଭିନ୍ନ ଜିଲ୍ଲାର ବିଜୁଳି ଘଡ଼ଘଡ଼ି ବି ହୋଇପାରେ ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post