ଆସନ୍ତା ୨୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ୨୪ ତାରିଖରେ ଉତ୍ତର ଓଡି଼ଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଆଜି ୧୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ୨୨ ତାରିଖ ଅର୍ଥାତ୍ ରବିବାର ପାଇଁ ମାଲକାନଗିରି, କୋରାପୁଟ, ଢେଙ୍କାନାଳ, ଅନୁଗୁଳ, କଟକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post