ଦିନ ସାରା ଖରା ହେଉଥିବା ବେଳେ ରାତ୍ର ସମୟରେ ଏବେ ଶୀତର ପ୍ରଭାବ ପଡୁଛି । ତେବେ ଗତ ୨୪ଘଣ୍ଟା ମଧ୍ୟରେ ଜି. ଉଦୟଗିରି, ଯେଉଁ ଅଞ୍ଚଳରେ ସବୁଠାରୁ ଅଧିକ ଥଣ୍ଡା ହୁଏ । ସେଠାରେ ଆଜି ୧୩ ଡିଗ୍ରୀ ତାପମାତ୍ରା ରହିଥିବାର ସୂଚନା ମିଳିଛି । ଠିକ ସେହିଭଳି ରାଜ୍ୟର ଅନ୍ୟ ଜିଲ୍ଲା ତଥା କୋରାପୁଟରେ ଥଣ୍ଡାର ପ୍ରଭାବ ୧୩.୮ ଡିଗ୍ରୀ ରହିଛି, କିରେଇରେ ୧୪ଡିଗ୍ରୀ ହୋଇଥିବା ବେଳେ ଓଡ଼ିଶାର କାଶ୍ନୀର ତଥା ଦାରିଙ୍ଗବାଡ଼ିରେ ଥଣ୍ଡାର ପ୍ରଭାବ ୧୪.୫ ଡିଗ୍ରୀ ରହିଥିବାର ଆକଳନ କରାଯାଇଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Next Post