ରାଜ୍ୟରେ ଅସହ୍ୟ ଗରମ ଏବଂ ତାତିରେ ରାଜ୍ୟବାସୀ ଆଉଟୁ ପାଉଟୁ ହେଉଛନ୍ତି । ତେବେ ଖରା ଓ ତାତି ବଢୁଥିବା ବେଳେ ଗ୍ରୀଷ୍ମ ପ୍ରବାହକୁ ନେଇ ସତର୍କ କରାଇଛନ୍ତି ମୁଖ୍ୟ ଶାସନ ସଚିବ । ଅଂଶୁଘାତ ଏବଂ ଡାଇରିଆ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ସ୍ୱାସ୍ଥ୍ୟ ଓ ଅଗ୍ନିଶମ ବିଭାଗକ ମଧ୍ୟ ସତର୍କ ରହିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।ରାଜ୍ୟରେ ବର୍ତ୍ତମାନ ପ୍ରବଳ ଗରମ ସହ ଗୁଳୁଗୁଳି ଅନୁଭୂତ ହେଉଛି । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ ବୃଦ୍ଧି ପାଇଛି ତାପମାତ୍ରା । ସକାଳ ୧୦ଟା ସୁଦ୍ଧା କଟକରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି । କଟକରେ ଆଜି ଦିନର ତାପମାତ୍ରା ୩୨.୫ ଡିଗ୍ରୀ ଛୁଇଁଛି । ଏହାବ୍ୟତୀତ ବାଲେଶ୍ୱରରେ ୩୨ ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରରେ ୩୧ ଡିଗ୍ରୀ ତାପମାତ୍ରା ରହିଛି ।
Trending
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
Prev Post
Next Post