ପ୍ରତିଦିନ ବଢୁଛି ପାରା । ସ୍ଵାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଉପରେ ପାରଦ ଥିବା ବେଳେ ଉପକୂଳରେ କଲବଲ କରୁଛି ତାତି ।ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ଦୁଇ ଦିନ ଆଗରୁ ସମ୍ପୂର୍ଣ୍ଣଭାବେ ପ୍ରତ୍ୟାବର୍ତ୍ତନ କରିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତ ଜୁନ୍ ୨୨ ତାରିଖରେ ମୌସୁମୀ ଓଡିଶାରେ ପ୍ରବେଶ କରିଥିଲା । ଅନ୍ୟପକ୍ଷରେ ଆକାଶ ମେଘମୁକ୍ତ ରହିବା ସହିତ ପଶ୍ଚିମା ପବନ ବହିବା ଯୋଗୁଁ ତାପମାତ୍ରା ବୃଦ୍ଧି ପାଉଛି । ଅନେକ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି । ତେବେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଗରେ ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
Trending
- ରାହୁଲଙ୍କ ‘ଭୋଟ ଚୋରି’ ଅଭିଯୋଗକୁ NDAର କଡ଼ା ଜବାବ
- ବିହାରରେ ଜିତିବ କିଏ?
- ସିବିସି ଭୁବନେଶ୍ୱର ପକ୍ଷରୁ ଖୋର୍ଦ୍ଧାଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମ ଆୟୋଜିତ
- ନଭେମ୍ବର ପହିଲାରୁ ୧୨ ତାରିଖ ପର୍ଯ୍ୟନ୍ତ ସୁଭଦ୍ରା ଶକ୍ତି ମେଳା ଆୟୋଜିତ ହେବ
- ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ସମଗ୍ର ଦେଶରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ
- ଇ-କେୱାଇସି ନ କଲେ କାଲିଠୁ ମିଳିବନି ରାସନ
- ବିହାର ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନୀ ଇସ୍ତାହାର ଘୋଷଣା କରିଛି ଏନଡିଏ
- ଏଣିକି ସବୁ ରାଜ୍ୟରେ ପୁଲିସ ପିନ୍ଧିବେ ସମାନ ପୋଷାକ
- ପ୍ରାଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ରାହୁଲ ଓ ତେଜସ୍ବୀଙ୍କୁ ଦୁର୍ନୀତିଗ୍ରସ୍ତ ପରିବାରର ଦୁଇ ଯୁବରାଜ – ମୋଦୀ
Prev Post