ହାଲକା ଶୀତ ସାଙ୍ଗକୁ ଘନ କୁହୁଡ଼ି । ଘନ କୁହୁଡ଼ି ରେ ଆଚ୍ଛାଦିତ ହେଉଛି କନ୍ଧମାଳ ଜିଲ୍ଲା ସମେତ ଦାରିଙ୍ଗବାଡ଼ି । ବିଗତ ୪୮ ଘଣ୍ଟା ରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପାରଦ ଖସିବାରେ ଲାଗିଛି । ଫଳରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି । ସକାଳୁ ସକାଳୁ ଘନ କୁହୁଡ଼ି ରେ ଆଚ୍ଛାଦିତ ହେଉଛି ।ଶୀତ ଋତୁ ଆସିଲେ ଦାରିଙ୍ଗିବାଡ଼ିକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଶତାଧିକ ସଂଖ୍ୟାରେ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ । ଦାରିଙ୍ଗବାଡ଼ି ରେ ବର୍ତ୍ତମାନ ୧୩ ଡ଼ିଗ୍ରୀ ରେ ଶୀତ ଅନୁଭୂତ ହେଉଛି ଯାହାକି ପ୍ରାତଭ୍ରମଣ ସାଙ୍ଗକୁ ଚା ଢ଼ୋକରେ ଶୀତର ଭରପୁର ମଜା ନେଉଛନ୍ତି ସ୍ଥାନୀୟ ବାସିନ୍ଦା ।
Trending
- ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
- ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
Prev Post
Next Post