ହାଲକା ଶୀତ ସାଙ୍ଗକୁ ଘନ କୁହୁଡ଼ି । ଘନ କୁହୁଡ଼ି ରେ ଆଚ୍ଛାଦିତ ହେଉଛି କନ୍ଧମାଳ ଜିଲ୍ଲା ସମେତ ଦାରିଙ୍ଗବାଡ଼ି । ବିଗତ ୪୮ ଘଣ୍ଟା ରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପାରଦ ଖସିବାରେ ଲାଗିଛି । ଫଳରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି । ସକାଳୁ ସକାଳୁ ଘନ କୁହୁଡ଼ି ରେ ଆଚ୍ଛାଦିତ ହେଉଛି ।ଶୀତ ଋତୁ ଆସିଲେ ଦାରିଙ୍ଗିବାଡ଼ିକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଶତାଧିକ ସଂଖ୍ୟାରେ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ । ଦାରିଙ୍ଗବାଡ଼ି ରେ ବର୍ତ୍ତମାନ ୧୩ ଡ଼ିଗ୍ରୀ ରେ ଶୀତ ଅନୁଭୂତ ହେଉଛି ଯାହାକି ପ୍ରାତଭ୍ରମଣ ସାଙ୍ଗକୁ ଚା ଢ଼ୋକରେ ଶୀତର ଭରପୁର ମଜା ନେଉଛନ୍ତି ସ୍ଥାନୀୟ ବାସିନ୍ଦା ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post