ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ । ଅଧିକାଂଶ ସ୍ଥାନରେ ହାଲୁକା ପବନ ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ପୁରୀ ସମେତ ଜଗତସିଂହପୁର ଏବଂ ଗଞ୍ଜାମରେ ବି ହାଲୁକା ବର୍ଷା ହୋଇଛି । ରାଜ୍ୟକୁ ପ୍ରବେଶ କରୁଥିବା ପୂର୍ବାଳି ତରଙ୍ଗାୟିତ ପବନ ପ୍ରଭାବରେ ଏଭଳି ପାଗ ଜାରି ରହିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ତାପମାତ୍ରା ଉପରମୁହାଁ ହୋଇଛି ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post