ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ । ଅଧିକାଂଶ ସ୍ଥାନରେ ହାଲୁକା ପବନ ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ପୁରୀ ସମେତ ଜଗତସିଂହପୁର ଏବଂ ଗଞ୍ଜାମରେ ବି ହାଲୁକା ବର୍ଷା ହୋଇଛି । ରାଜ୍ୟକୁ ପ୍ରବେଶ କରୁଥିବା ପୂର୍ବାଳି ତରଙ୍ଗାୟିତ ପବନ ପ୍ରଭାବରେ ଏଭଳି ପାଗ ଜାରି ରହିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ତାପମାତ୍ରା ଉପରମୁହାଁ ହୋଇଛି ।
Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Prev Post
Next Post