ଭିଜିବ ଓଡ଼ିଶା । ଦକ୍ଷିଣ ଆଣ୍ଡମାନ ସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ କ୍ଷେତ୍ର। ଆଜି ଏହା ଲଘୁଚାପରେ ପରିଣତ ହେବ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଅଧିକ ଘନୀଭୂତ ହେବ ସମ୍ଭାବ୍ୟ ଲଘୁଚାପ । ୧୬ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି ।ଲଘୁଚାପ ପ୍ରଭାବରେ କାଲିଠାରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୬ତାରିଖରେ ବଢିବ ବର୍ଷା ପରିମାଣ। ୧୬ରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୧୭ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା। ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ବଙ୍ଗୋପସାଗର। ଘଣ୍ଟା ପ୍ରତି ୫୫ରୁ ୬୫ କିମି
Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Prev Post
Next Post