ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ। ପ୍ରଭାବରେ ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି।ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରକୁ ସତର୍କତା ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା। ସେହିପରି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି।ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷାର ପରିମାଣ ବଢିବ।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
Next Post