ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ। ପ୍ରଭାବରେ ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି।ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରକୁ ସତର୍କତା ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା। ସେହିପରି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି।ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷାର ପରିମାଣ ବଢିବ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post