ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ। ଗୋପାଳପୁରଠାରୁ ପୂର୍ବ ଓ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ପାରାଦ୍ୱୀପଠୁ ୨୯୦, ଦୀଘାଠୁ ୪୧୦ କିମି ଦୂରରେ ଅବସ୍ଥିତ ଏହି ଅବପାତ। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବ। ପରେ ଏହା ଓଡ଼ିଶା ଓ ପଶ୍ଚିମବଙ୍ଗ ଦେଇ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗରେ ସୂଚନା ରହିଛି। ଏହି ପ୍ରଭାବରେ ୧୧ ତାରିଖ ଯାଏଁ ଲାଗିରହିବ ବର୍ଷା। ଏହି ଲଘୁଛାପ ଯୋଗୁଁ ରାଜ୍ୟରେ ବର୍ଷା ଲାଗିରହିଛି। ଆଜି ସକାଳେ ଭୁବନେଶ୍ୱର ଏବଂ କଟକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ତେବେ ଅବପାତ ଯୋଗୁଁ ସମୁଦ୍ର ଅଶାନ୍ତ ରହିଛି, ସେଥିପାଇଁ ମତ୍ସଜୀବିଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Next Post