ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଘୂର୍ଣ୍ଣିବଳୟ ୧୬ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ୧୯ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି ।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Prev Post