ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଘୂର୍ଣ୍ଣିବଳୟ ୧୬ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ୧୯ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି ।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Prev Post