ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। ଗୁରୁବାର ସକାଳ ସୁଦ୍ଧା ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ବର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଏବଂ ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ଜଗତ୍ସିଂହପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ କଳାହାଣ୍ତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Next Post