ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ । ଏହି ୭ ଜିଲ୍ଲାକୁ ରହିଛି ବାତ୍ୟା ଭୟ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଅଣ୍ଡାମାନ ସାଗର ନିକଟରେ ରହିଥିବା ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ଆଜି ଅବପାତର ରୂପ ନେବ ।କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଆସନ୍ତା ୪୮ଘଣ୍ଟାରେ ଏହା ବାତ୍ୟା ହୋଇପାରେ। ପ୍ରଭାବରେ ୨ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତକାଲିଠୁ ଗଭୀର ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
Trending
- ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି
- ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଓ ରାହୁଲଙ୍କ ବିରୋଧରେ ଅଭିଯୋଗ ପତ୍ର ଦାଖଲ
- ଦୃଷ୍ଟିବାଧିତ ମାଆ କୋଳକୁ ଫେରିଲା ଅପହୃତ କୁନି ଶିଶୁ
- ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି,୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିିଁ
- କଂଗ୍ରେସ କାହିଁକି ଜଣେ ମୁସଲମାନ ସଭାପତିଙ୍କ ନାମ ଘୋଷଣା କରୁନାହିଁ – ମୋଦୀ
- ଆଜିଠୁ ଓଡିଶା ଉପକୂଳ ସମୁଦ୍ରରେ ମାଛଧରା ନିଷେଧ
- ଘରକୁ ଫେରୁଥିଲେ ଧକ୍କାଦେଲା ସ୍କୁଟି – 3 ଗୁରୁତର
- ହିସାରରୁ ଅଯୋଧ୍ୟାକୁ ଉଡ଼ିବ ବିମାନ
- ଘଟଗାଁ ତାରିଣୀ ପୀଠରେ ମା’ଙ୍କ ୮୯ତମ ଚଇତି ପର୍ବ – ମା’ଙ୍କ ଦର୍ଶନ କରି ସାନ୍ନିଧ୍ୟ ଲାଭ କଲେ ମୁଖ୍ୟମନ୍ତ୍ରୀ
- ଏପ୍ରିଲ ୧୫ରୁ ଆରମ୍ଭ ହୋଇ ଜୁନ୍ ୧୪ ଯାଏ ମାଛଧରା ଉପରେ କଟକଣା
Prev Post
Next Post