ନେପାଳର ନୂଆ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କୀ ରବିବାର ତାଙ୍କର ପ୍ରଥମ ଜାତୀୟ ସମ୍ବୋଧନରେ ଜେନ୍ ଜେଡ୍ ଆନ୍ଦୋଳନରେ ମୃତ ବ୍ୟକ୍ତିଙ୍କୁ ଜାତୀୟ ସହିଦ ଭାବେ ଘୋଷଣା କରିଛନ୍ତି। ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ଶନିବାର ରାତିରେ ଶପଥ ଗ୍ରହଣ କରିଥିବା ୭୩ ବର୍ଷୀୟ କାର୍କୀ ଏହି ଘୋଷଣା ମାଧ୍ୟମରେ ଦେଶରେ ସାମ୍ପ୍ରତିକ ଅଶାନ୍ତିର ଶିକାର ହୋଇଥିବା ଯୁବବର୍ଗଙ୍କୁ ସମ୍ମାନ ଜଣାଇଛନ୍ତି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post