ଆଫଗାନିସ୍ତାନରେ ଗତ ୩ ଦିନ ଧରି ଲଗାଣ ବର୍ଷା ଯୋଗୁ ବନ୍ୟା ବିଭୀଷିକା ଘଟି ୩୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବନ୍ୟାରେ ୨୭ ଜଣ ଆହତ ହୋଇଥିବାବେଳେ ୬୦୦ ଘର କ୍ଷତିଗ୍ରସ୍ତ ହୋଇଥିବା ତାଲିବାନର ମୁଖପାତ୍ର ଅବଦୁଲ୍ଲାହ ଜନାନ୍ ସୈକ୍ ସୂଚନା ଦେଇଛନ୍ତି। ସେହିପରି ବନ୍ୟାରେ ୨୦୦ରୁ ଅଧିକ ଗୃହପାଳିତ ପଶୁଙ୍କର ମୃତ୍ୟୁ ଘଟିଛି। ବନ୍ୟା ପ୍ରଭାବରେ ୮୫ କିଲୋମିଟର ରାସ୍ତା ଓ ୮୦୦ ହେକ୍ଟର କୃଷିଜମି କ୍ଷତିଗ୍ରସ୍ତ ହୋଇଥିବା ସେ ସୂଚନା ଦେଇଛନ୍ତି। ଖାସକରି ଦେଶର ପଶ୍ଚିମ ଫରାହ, ହେରାତ, ଦକ୍ଷିଣ ଜାବୁଲ ଓ କଣ୍ଡାହାର ଆଦି ପ୍ରଦେଶ ଅଧିକ କ୍ଷତିଗ୍ରସ୍ତ ହୋଇଛି।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post