ଆମେରିକାର ମେରିଲ୍ୟାଣ୍ଡ ସହରରେ ଭାରତୀୟ ସମ୍ବିଧାନର ଜନକ ଡ. ଭୀମରାଓ ଆମ୍ବେଦକରଙ୍କ ସବୁଠାରୁ ବଡ ପ୍ରତିମୂର୍ତ୍ତି ଆନୁଷ୍ଠାନିକ ଭାବେ ଉନ୍ମୋଚିତ ହୋଇଛି। ଉଦ୍ଘାଟନୀ ସମାରୋହରେ ୫୦୦ରୁ ଅଧିକ ଭାରତୀୟ-ଆମେରିକୀୟ, ଭାରତୀୟ ଓ ଅନ୍ୟ ଦେଶର ବହୁ ଲୋକ ଯୋଗ ଦେଇଥିଲେ। ୧୯ଫୁଟ ଉଚ୍ଚ ଷ୍ଟାଚ୍ୟୁ ଅଫ ଇକ୍ୱାଲିଟିର ଉଦ୍ଘାଟନୀରେ ଉପସ୍ଥିତ ସମସ୍ତ ଲୋକ ଜୟ ଭୀମ କହି ସ୍ଲୋଗାନ ଦେଇଥିଲେ।ଗୁଜରାଟରେ ଷ୍ଟାଚ୍ୟୁ ଅଫ ୟୁନିଟି ପ୍ରତିମୂର୍ତ୍ତି ଗଢିଥିବା ପ୍ରସିଦ୍ଧ କଳାକାର ତଥା ଶିଳ୍ପୀ ରାମ ସୂତାରଙ୍କ ଦ୍ୱାରା ସର୍ଦ୍ଦାର ପଟେଲଙ୍କ ଏହି ପ୍ରତିମୂର୍ତ୍ତି ତିଆରି କରାଯାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post